ଜଳୁଛି ଜଙ୍ଗଲ – ଅଣାୟତ୍ତ ସ୍ଥିତି, ସମୀକ୍ଷା କଲେ ଡିଏଫଓ

0

ଗଜପତି ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଜି ଉଦୟଗିରି ବନାଞ୍ଚଳରେ ଜି ଉଦୟଗିରି, କଳିଙ୍ଗା ଓ ପାବୁରିଆ ଅଞ୍ଚଳରେ ଗତ ଚାରିଦିନ ଜଙ୍ଗଲରେ ନିଆଁ ଲାଗି ଅଣଆୟତ୍ତ ପରିସ୍ଥିତି ସୃଷ୍ଟି ହୋଇଛି । ଏବେ ବନ ବିଭାଗର ନିଦ ହଜିଯାଇଛ।

ପରିସ୍ଥି ଡି ଏଫ୍ ଓ ପ୍ରଶାନ୍ତ କୁମାର ପଟେଲ ଓ ସହକାରୀ ବନ ସଂରକ୍ଷକ ସ୍ପେତଲିନା ସାହୁ ଏହାର ସମୀକ୍ଷା କରିଛନ୍ତି । ବନ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସୁରକ୍ଷା ସହ ନିଆଁ କୁ ଆୟତ୍ତ କରିବା ପାଇଁ ପରାମର୍ଶ ଦେଇଛନ୍ତି। ବନ ଅଧିକାରୀମାନେ ନିଆଁ କୁ ଆୟତ୍ତ କରିବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। କିଛି ଖଳ ପ୍ରକୃତିର ଲୋକ ଜଙ୍ଗଲରେ ନିଆଁ ଲଗାଇ ଦେଉଥିବା ସମାଜର ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here