ବିପ୍ଲବୀ ପରିକ୍ରମା ଡିଜିଟାଲ :- ଚଳିତ ବର୍ଷ ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ l
▪️ଏଥର ବାଜିମାରିଲେ ଛାତ୍ରୀ l
▪️ଚଳିତବର୍ଷ ପାସ୍ ହାର ରହିଛି ୯୪.୯୩%।
▪️ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ l
▪️ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ତ ।
▪️ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।
▪️ସନ୍ଧ୍ୟା ୬ଟା ପରେ ଛୀତ୍ରୀଛାତ୍ର ବୋର୍ଡର ଅଫିସିଆଲ ଓ୍ବେବ୍ସାଇଟ www.bseodisha.ac.in ଏବଂ www.orissaresults.nic.inରେ ସେମାନଙ୍କର ଫଳାଫଳ ଦେଖିପାରିବେ।