୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପିଇଓ

0

କନ୍ଧମାଳ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପିଇଓ । ସରକାରୀ ଟଙ୍କା ଆତ୍ମସାତ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ । କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ସରମୁଳି ପଞ୍ଚାୟତ ପୂର୍ବତନ ପିଇଓ ହେଲେ ଅକ୍ରୁର ମାଝୀ । ପଞ୍ଚାୟତର କାମ ନ କରି ୫୩ ଲକ୍ଷ ୩୮ ହଜାର ୮୦୯ ଟଙ୍କା ଘୋଟଲା କରିଥିଲେ । ତଦନ୍ତ ବେଳେ ଏ ନେଇ ଜଣା ପଡିବା ପରେ ଘଟଣାରେ ଅକ୍ରୁରଙ୍କୁ ଗିରଫ କରି ଫୁଲବାଣୀ ଭିଜିଲାନ୍ସ କୋର୍ଟ ପଠାଇଛି ଭିଜିଲାନ୍ସ ବିଭାଗ ।

LEAVE A REPLY

Please enter your comment!
Please enter your name here