ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କର ବ୍ରେନ ଡେଡ୍ : ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି 

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର । ଗତ ୧୮ ତାରିଖରେ ଦାମଙ୍କୁ ହୃଦଘାତ ହୋଇଥିବା ବେଳେ ତାଙ୍କ ବ୍ରେନ ଡେଡ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ଦାମୋଦର ରାଉତ ।

ପ୍ରକାଶଥାଉକି, ଗତ ୧୮ ତାରିଖରେ ଦାମଦୋର ରାଉତଙ୍କୁ ହୃଦଘାତ ହୋଇଥିଲା ବୋଲି ପରିବାର ପକ୍ଷରୁ କୁହାଯାଇଛି । ତେବେ ଗୁରୁତର ଅବସ୍ଥାରେ ସେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here