ଗଜପତି ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ବିରେନ୍ଦ୍ର ଦାସଙ୍କ ମୃତ୍ୟୁ
ଗଜପତି ( ବିପ୍ଲବୀ ପରିକ୍ରମା ):- ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଗଜପତି ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ବିରେନ୍ଦ୍ର ଦାସଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।ହୃଦଘାତ ଯୋଗୁଁ ମୃତ୍ୟୁ ହୋଇଥିବା ଜଣାପଡିଛି l ଗତକାଲି ରାତିରେ ପାରଳାଖେମୁଣ୍ଡିରୁ ତାଙ୍କୁ ବ୍ରହ୍ମପୁର ଅଣାଯାଇଥିଲା l