ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ):- କଟକ ଜିଲ୍ଲାପାଳ ଶ୍ରୀ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।ସେହିପରି ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି। ଏନେଇ ଆଜି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି l