ଛାଡପତ୍ର ରୋକିବାକୁ ବିଭିନ୍ନ ଯାଗାରେ ଖୋଲାଯିବ କାଉନସେଲିଂ ସେଣ୍ଟର : ରାଜ୍ୟ ସରକାର 

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ବଢୁଥିବା ବିବାହ ବିଚ୍ଛେଦ ସଂଖ୍ୟାକୁ ନେଇ ଚିନ୍ତାରେ ରାଜ୍ୟ ସରକାର । ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିବାହ ପୂର୍ବରୁ କାଉନସେଲିଂ ସେଣ୍ଟର୍‌ରେ କରାଯିବ କେଉନସେଲିଂ । ରାଜ୍ୟର ବିଭିନ୍ନ ସ୍ଥାନରେ ଶୀଘ୍ର ଖୋଲାଯିବ ମେଣ୍ଟାଲ ହେଲ୍ଥ କାଉନସେଲିଂ ସେଣ୍ଟର୍ । ମାନସିକ ସ୍ଵାସ୍ଥ୍ୟ କୁ ସୁଧାରିବା ଛାଡ଼ପତ୍ର ରୋକିବା ଏବଂ ବିବାହ କୁ ସଠିକ୍ ଭାବରେ ବୁଝିବା ପାଇଁ ଏହି ସେଣ୍ଟର୍ କାର୍ଯ୍ୟ କରିବ।’ ମଦରସ କୋର୍ଟ’ କିମ୍ବା ‘ମା ର ଛାଟ’ ନାମରେ ଏହାକୁ ନାମିତ କରାଯିବ । ଖୁବଶୀଘ୍ର ଏହା ପ୍ରତିଷ୍ଠା ହେବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା ।

LEAVE A REPLY

Please enter your comment!
Please enter your name here