ଆଇଏଏସ୍‌ ଧୀମାନ ଚକମାଙ୍କ ଜାମିନ ଆବେଦନ ଖାରଜ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଇଏଏସ୍‌ ଧୀମାନ ଚକମାଙ୍କ ଜାମିନ ଆବେଦନ ଖାରଜ ହୋଇଛି l ଜାମିନ ଆବେଦନ ଖାରଜ କରିଛନ୍ତି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ l ଲାଞ୍ଚ ନେବା ମାମଲାରେ ଗିରଫ ହୋଇ ଜେଲରେ ଅଛନ୍ତି ଚକମା l ଧର୍ମଗଡ଼ ଉପଜିଲ୍ଲାପାଳ ଥିବା ଚକମା ୧୦ ଲକ୍ଷ ଲାଞ୍ଚ ନେଉଥିଲେ,କ୍ରସର ମାଲିକଙ୍କଠାରୁ ଲାଞ୍ଚ ନେଲା ବେଳେ ଧରିଥିଲା ଭିଜିଲାନ୍ସ, ଗିରଫ ହୋଇ ଜେଲ୍‌ ଯିବା ପରେ ଚକମା ସସ୍‌ପେଣ୍ଡ ହୋଇଥିଲେ l

LEAVE A REPLY

Please enter your comment!
Please enter your name here