ଜିନ୍ନତ୍‌ ଏବେ ପଶ୍ଚିମବଙ୍ଗ ଜଙ୍ଗଲରେ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :-:ଶିମିଳିପାଳ ଅଭୟାରଣ୍ୟର କୋର ଏରିଆ ଭିତରୁ ବାଘୁଣୀ ‘ଜିନ୍ନତ୍‌’ ଖସି ଯାଇ ଏବେ ପଶ୍ଚିମବଙ୍ଗରେ ପହଞ୍ଚିଛି। ଶିମିଳିପାଳରୁ ଖସିଯାଇ ଝାଡ଼ଖଣ୍ଡରେ ୧୩ ଦିନ ରହିବା ପରେ ବାଘୁଣୀ ପୁଣି ନିଜର ଠିକଣା ବଦଳାଇଛି। ବନ ବଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଜିନ୍ନତ୍‌ ଏବେ ଝାଡ଼ଖଣ୍ଡ ଛାଡ଼ି ପଶ୍ଚିମବଙ୍ଗର ଝାଡ଼ଗ୍ରାମ ଜିଲ୍ଲାର ବେଲପାହାଡ଼ି ଜଙ୍ଗଲରେ ବିଚରଣ କରୁଛି। ସୁରକ୍ଷା ଦାୟିତ୍ବରେ ଥିବା ସ୍ବତନ୍ତ୍ର ଟିମ୍‌ ଜିନ୍ନତ୍‌ ଉପରେ ନଜର ରଖିଛି। ତାକୁ ଫେରାଇ ଆଣିବା ପାଇଁ ଉଦ୍ୟମ ଜାରି ରହିଛି।

LEAVE A REPLY

Please enter your comment!
Please enter your name here