ପ୍ରକାଶ ପାଇଲା ମ୍ୟାଟ୍ରିକ ରେଜଲ୍ଟ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଚଳିତ ବର୍ଷ ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ l

▪️ଏଥର ବାଜିମାରିଲେ ଛାତ୍ରୀ l

▪️ଚଳିତବର୍ଷ ପାସ୍‌ ହାର ରହିଛି ୯୪.୯୩%।

▪️ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍‌ ହାର ଅଧିକ l

▪️ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ତ ।

▪️ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

▪️ସନ୍ଧ୍ୟା ୬ଟା ପରେ ଛୀତ୍ରୀଛାତ୍ର ବୋର୍ଡର ଅଫିସିଆଲ ଓ୍ବେବ୍‌ସାଇଟ www.bseodisha.ac.in ଏବଂ www.orissaresults.nic.inରେ ସେମାନଙ୍କର ଫଳାଫଳ ଦେଖିପାରିବେ।

LEAVE A REPLY

Please enter your comment!
Please enter your name here