ଜୁନ ୮ ତାରିଖରେ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦୀ ଶପଥ ଗ୍ରହଣ କରିବେ

0
Oplus_131072

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଜୁନ ୮ ତାରିଖରେ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦୀ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଏନଡିଏ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ ,ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଉପସ୍ଥିତ ରହି ବିଜେପିକୁ ସମର୍ଥନ କରିଛନ୍ତି । ଏହି ଅବସରରେ ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ଏନଡିଏର ସହଯୋଗୀ ଦଳ ମନୋନୀତ କରିଥିଲେ। ଏବେ କେନ୍ଦ୍ରରେ ଗଠନ ହେବ ମୋଦୀ ସରକାର ୩.୦ । ଜୁନ ୮ରେ ଶପଥ ନେବେ ପ୍ରଧାନମନ୍ତ୍ରୀ ମୋଦୀ । ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ, ଚିରାଗ ପାଶଓ୍ବାନଙ୍କ ସମେତ ଏନ୍‌ଡିଏର ସମସ୍ତ ସହଯୋଗୀ ଉପସ୍ଥିତ ଥିଲେ। ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଏନଡିଏ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ , ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଉପସ୍ଥିତ ରହି ବିଜେପିକୁ ସମର୍ଥନ କରିଛନ୍ତି । ଏହି ଅବସରରେ ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ଏନଡିଏର ସହଯୋଗୀ ଦଳ ମନୋନୀତ କରିଥିଲେ। ଏବେ କେନ୍ଦ୍ରରେ ଗଠନ ହେବ ମୋଦୀ ସରକାର ୩.୦ । ଜୁନ ୮ରେ ଶପଥ ନେବେ ପ୍ରଧାନମନ୍ତ୍ରୀ ମୋଦୀ । ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ, ଚିରାଗ ପାଶଓ୍ବାନଙ୍କ ସମେତ ଏନ୍‌ଡିଏର ସମସ୍ତ ସହଯୋଗୀ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here