ବିଲେଇପଦା ଟୋଲଗେଟ୍ ନିକଟରେ ବରଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ, ଜଣେ ମୃତ ଓ ୫ ଗୁରୁତର 

0

କେନ୍ଦୁଝର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର ବିଲେଇପଦା ଟୋଲଗେଟ୍ ନିକଟରେ ସୋମବାର ରାତିରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବରଯାତ୍ରୀଙ୍କୁ ନେଇ ଫେରୁଥିବା ସୁଭାସିନି ନାମକ ବସ ଏକ ଟ୍ରକ ପଛରେ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଗୁରୁତରଙ୍କୁ ମେଡିକାଲ ସ୍ଥାନାନ୍ତର କରା ଯାଇଥିବା ସୂଚନା ରହିଛି।

LEAVE A REPLY

Please enter your comment!
Please enter your name here