ଫେବ୍ରୁଆରୀ ୮ରେ ମିଳିବ ୪ର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ନେଇ ବଡ଼ ଅପଡେଟ୍‌ ଦେଲେ ଉପମୁଖ୍ୟମନ୍ତ୍ରୀ । ଫେବ୍ରୁଆରୀ ୮ରେ ମିଳିବ ୪ର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା । ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଯାଜପୁରରେ ବଣ୍ଟନ କରାଯିବ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି । ସେହିପରି ଫେବ୍ରୁଆରୀ ୩ ଓ ୪ ତାରିଖରେ ବ୍ୟାଙ୍କରେ NPCI ଚେକ୍‌ କରିପାରିବେ । ଛୋଟଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି ।

LEAVE A REPLY

Please enter your comment!
Please enter your name here